Psalms 130:8 — Compare Translations
5 translations compared side by side
Odia - 1840
"ଏବଂ ସେ ହେଉଛନ୍ତି ଜଣେ, ୟିଏ ଇଶ୍ରାୟେଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।