Psalms 131:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ; ଦାଉଦଙ୍କ ରଚିତ । ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ଆରୋହଣ ସଙ୍ଗୀତ। ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ, ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।