Psalms 131:2 — Compare Translations

5 translations compared side by side

Odia - 1840
"ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ। ଏକ ଶିଶୁ ତା’ର ମା କୋଳରେ ଥିବାପରି ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶା; ଓ କ୍ଷା; କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶାନ୍ତ ଅଟେ, ମୋର ପ୍ରାଣ ଧୀର ଅଟେ। ଏକ ଶିଶୁ ତା’ର ମା କୋଳରେ ଥିବାପରି ମୋ’ ପ୍ରାଣ ଶାନ୍ତ ଓ ସୁସ୍ଥିର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।