Psalms 131:3 — Compare Translations
5 translations compared side by side
Odia - 1840
"ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲ, ବର୍ତ୍ତମାନ ଏବଂ ଅନନ୍ତକାଳ ପାଇଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କଠାରେ ଭରସା ରଖ।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ।