Psalms 132:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ୍ କାର୍ୟ୍ଯକୁ ସ୍ମରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ-ଗୀତ । ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
Odia Bible ERV 2004 (ପବିତ୍ର ବାଇବଲ)
ଆରୋହଣ ଗୀତ। ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର;