Psalms 132:10 — Compare Translations

5 translations compared side by side

Odia - 1840
"ତୁମ୍ଭ ଦାସ ଦାଉଦଙ୍କ ସକାଶୁ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ଯାଗ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ଦାସ ଦାଉଦଙ୍କ ସକାଶୁ ତୁମ୍ଭର ଅଭିଷିକ୍ତ ରାଜାଙ୍କୁ ପରିତ୍ୟାଗ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।