Psalms 132:11 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ବାସର ଗୋଟିଏ ଶପଥ କଲେ, ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ । ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ, “ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।