Psalms 132:12 — Compare Translations
5 translations compared side by side
Odia - 1840
"ଦାଉଦ, ୟଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିଯମକୁ ଓ ଆମ୍ଭେ ଯେଉଁ ବ୍ଯବସ୍ଥା ଶିକ୍ଷା ସମାନଙ୍କେୁ ଦିଏ ସଗେୁଡ଼ିକୁ ମାନନ୍ତି, ତବେେ ତୁମ୍ଭ ପରିବାରରୁ କହେିଜଣେ ସବୁଦିନ ରାଜା ହାଇେ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଦାଉଦ, ଯଦି ତୁମ୍ଭର ଉତ୍ତରାଧିକାରୀଗଣ ଆମ୍ଭର ନିୟମକୁ ଓ ଆମ୍ଭେ ଯେଉଁ ବ୍ୟବସ୍ଥା ଶିକ୍ଷା ସେମାନଙ୍କୁ ଦିଏ ସେଗୁଡ଼ିକୁ ମାନନ୍ତି, ତେବେ ତୁମ୍ଭ ପରିବାରରୁ କେହିଜଣେ ସବୁଦିନ ରାଜା ହୋଇ ରହିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”