Psalms 132:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସିଯୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସହେି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସିୟୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସେହି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।