Psalms 132:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ଏହା ଚିରକାଳ ମାରେ ବିଶ୍ରାମସ୍ଥାନ ହବେ। ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଚାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ଏହା ଚିରକାଳ ମୋର ବିଶ୍ରାମସ୍ଥାନ ହେବ। ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଗ୍ଭହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।