Psalms 132:15 — Compare Translations
5 translations compared side by side
Odia - 1840
"ଆମ୍ଭେ ସହେି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା। ଏପରିକି ସଠାେକାର ଗରିବମାନେ ମଧ୍ଯ ପ୍ରଚୁର ଖାଦ୍ୟ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେହି ସହରର ଖାଦ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା। ଏପରିକି ସେଠାକାର ଗରିବମାନେ ମଧ୍ୟ ପ୍ରଚୁର ଖାଦ୍ୟ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।