Psalms 132:16 — Compare Translations

5 translations compared side by side

Odia - 1840
"ଆମ୍ଭେ ତାଙ୍କର ୟାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ବନି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ଵନି କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାଙ୍କର ଯାଜକଗଣଙ୍କୁ ହିଁ ପରିତ୍ରାଣ ରୂପକ ବସ୍ତ୍ର ପିନ୍ଧାଇବା ଓ ଆମ୍ଭର ଅନୁଗାମୀମାନେ ଆନନ୍ଦରେ ଧ୍ୱନି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।