Psalms 132:17 — Compare Translations

5 translations compared side by side

Odia - 1840
"ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା। ଆମ୍ଭେ ଆପଣା ବଚ୍ଛାୟାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କବେେ ହେଲେ ନିବୃତ୍ତ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଗୋଟିଏ ଜାଗା ଯେଉଁଠାରେ କି ଆମ୍ଭେ ଦାଉଦଙ୍କର ପରିବାରକୁ ଶକ୍ତିଶାଳୀ କରିବା। ଆମ୍ଭେ ଆପଣା ବଚ୍ଛାଯାଇଥିବା ରାଜାଙ୍କ ପ୍ରଦୀପ ଜଳିବାକୁ କେବେହେଲେ ନିବୃତ୍ତ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।