Psalms 132:18 — Compare Translations

5 translations compared side by side

Odia - 1840
"ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା, କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚକ୍ ଚକ୍ କରୁଥିବା ରାଜମୁକୁଟ ଶାେଭା ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା, କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚ‌କ୍‌ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।”
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।