Psalms 132:2 — Compare Translations

5 translations compared side by side

Odia - 1840
"ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନଲେେ, ଦାଉଦ ୟାକୁବର ଶକ୍ତିମାନ୍ ପରମେଶ୍ବରଙ୍କଠାରେ ଏକ ବିଶଷେ ପ୍ରତିଜ୍ଞା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସ୍ମରଣ କର, କିପରି ସେ ସଦାପ୍ରଭୁଙ୍କଠାରେ ଶପଥ ନେଲେ, ଦାଉଦ ଯାକୁବର ଶକ୍ତିମାନ ପରମେଶ୍ୱରଙ୍କଠାରେ ଏକ ବିଶେଷ ପ୍ରତିଜ୍ଞା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
Odia IRV 2017 (ଓଡିଆ ବାଇବେଲ)
ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;