Psalms 132:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ୟ୍ଯନ୍ତ ସର୍ବଶକ୍ତିମାନ ୟାକୁବର ପରମେଶ୍ବରଙ୍କ ପାଇଁ ଏକ ତମ୍ବୁ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁଙ୍କ ପାଇଁ ମୁଁ ଏକ ପବିତ୍ର ଗୃହ ନ ପାଇବା ପର୍ଯ୍ୟନ୍ତ ସର୍ବଶକ୍ତିମାନ ଯାକୁବର ପରମେଶ୍ୱରଙ୍କ ପାଇଁ ଏକ ତମ୍ବୁ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
Odia IRV 2017 (ଓଡିଆ ବାଇବେଲ)
“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,