Psalms 132:4 — Compare Translations

5 translations compared side by side

Odia - 1840
"ମୁଁ ଶଯନ କରିବି ନାହିଁ। ମୁଁ ମାରେ ଚକ୍ଷୁକୁ ବିଶ୍ରାମ ଦବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ଵୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶୟନ କରିବି ନାହିଁ। ମୁଁ ମୋର ଚକ୍ଷୁକୁ ବିଶ୍ରାମ ଦେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।