Psalms 132:5 — Compare Translations

5 translations compared side by side

Odia - 1840
"ମୁଁ ମାରେ ଗୃହକୁ ୟିବି ନାହିଁ ଏବଂ ମୁଁ ମାେ ବିଛଣାରେ ରହିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମୋର ଗୃହକୁ ଯିବି ନାହିଁ ଏବଂ ମୁଁ ମୋ’ ବିଛଣାରେ ରହିବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”