Psalms 132:6 — Compare Translations
5 translations compared side by side
Odia - 1840
"ଦେଖ ଆମ୍ଭମାନେେ ଇଫ୍ରାଥାରେ ନିଯମ-ସିନ୍ଦୁକ ବିଷଯରେ ଶୁଣିଲୁ। ଆମ୍ଭମାନେେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ ଆମ୍ଭେମାନେ ଇଫ୍ରାଥାରେ ନିୟମ-ସିନ୍ଦୁକ ବିଷୟରେ ଶୁଣିଲୁ। ଆମ୍ଭେମାନେ ବିନମ୍ର କ୍ଷେତ୍ରରେ ଏହାକୁ ପାଇଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।