Psalms 132:7 — Compare Translations

5 translations compared side by side

Odia - 1840
"ଚାଲ ସହେି ପବିତ୍ର ତମ୍ବୁକୁ ୟିବା। ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭଲ ସେହି ପବିତ୍ର ତମ୍ବୁକୁ ଯିବା। ଆମ୍ଭେ ତାଙ୍କ ପାଦପୀଠରେ ଉପାସନା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।