Psalms 132:8 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ୟାଅ, ସିନ୍ଦୁକ ସହିତ ୟାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ଵପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ଯାଅ, ସିନ୍ଦୁକ ସହିତ ଯାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।