Psalms 132:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭର ୟାଜକମାନେ ବିଜଯ ପରିହିତ ହୁଅନ୍ତୁ ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ଵନି କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭର ଯାଜକମାନେ ବିଜୟ ପରିହିତ ହୁଅନ୍ତୁ ଏବଂ ତୁମ୍ଭ ଅନୁସରଣକାରୀମାନେ ବହୁତ ଆନନ୍ଦରେ ପାଟି କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।