Psalms 133:1 — Compare Translations
5 translations compared side by side
Odia - 1840
"ଏହା କଡ଼େେ ଭଲ ଓ ବଡ଼ ଆନନ୍ଦର କଥା ଯେତବେେଳେ ସବୁ ଭାଇମାନେ ଏକତ୍ର ଜୀବନୟାପନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ ଗୀତ, ଦାଉଦଙ୍କ ରଚିତ । ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ। ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!
Odia IRV 2017 (ଓଡିଆ ବାଇବେଲ)
ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର!