Psalms 133:2 — Compare Translations

5 translations compared side by side

Odia - 1840
"ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ଯ ତୈଳ ସ୍ବରୂପ ୟାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ଵରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।