Psalms 133:3 — Compare Translations
5 translations compared side by side
Odia - 1840
"ଏହା ହର୍ମୋଣ ପର୍ବତରୁ ସିଯୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ଯ। ସହେିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ହର୍ମୋଣର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ । କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନ; ଜୀବନ ଆଜ୍ଞା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ। ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।