Psalms 134:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସବୋ କରନ୍ତି, ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରୋହଣ ଗୀତ । ଦେଖ, ହେ ସଦାପ୍ରଭୁଙ୍କ ଦାସ- ସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆରୋହଣ ଗୀତ। ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।