Psalms 134:2 — Compare Translations

5 translations compared side by side

Odia - 1840
"ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ହାତ ମନ୍ଦିର ଆଡ଼କୁ ଉଠାଅ ଏବଂ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର।