Psalms 135:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର। ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ନାମର ପ୍ରଶଂସା କର। ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।