Psalms 135:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ଇ ମାରେୀଯମାନଙ୍କ ରାଜା ସୀହାନକେୁ ଓ ବାଶନର ରାଜା ଓଗକୁ ଏବଂ କିଣାନର ସକଳ ରାଜ୍ଯକୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓ‌ଗ୍‌କୁ ଏବଂ କିଣାନର ସକଳ ରାଜ୍ୟକୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।