Psalms 135:12 — Compare Translations

5 translations compared side by side

Odia - 1840
"ଆଉ ସଦାପ୍ରଭୁ ସମାନଙ୍କେର ଦେଶ ଇଶ୍ରାୟେଲକୁ ଦେଲେ। ସଦାପ୍ରଭୁ ସହେି ଭୂମି ତାଙ୍କର ନିଜର ଲୋକମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସଦାପ୍ରଭୁ ସେମାନଙ୍କର ଦେଶ ଇସ୍ରାଏଲକୁ ଦେଲେ। ସଦାପ୍ରଭୁ ସେହି ଭୂମି ତାଙ୍କର ନିଜର ଲୋକମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।