Psalms 135:13 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହବେ। ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହେବ। ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ-ପରମ୍ପରାରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।