Psalms 135:14 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତାଙ୍କ ଲୋକମାନଙ୍କ ପ୍ରତି ରକ୍ଷା କରନ୍ତି। ସେ ତାଙ୍କର ସବେକମାନଙ୍କ ପ୍ରତି ଦୟା ଦଖାେନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କ ଲୋକମାନଙ୍କ ପ୍ରତି ରକ୍ଷା କରନ୍ତି। ସେ ତାଙ୍କର ସେବକମାନଙ୍କ ପ୍ରତି ଦୟା ଦେଖାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।