Psalms 135:16 — Compare Translations
5 translations compared side by side
Odia - 1840
"ସହେି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସମାନେେ କଥା କହିପାରିବେ ନାହିଁ। ସମାନଙ୍କେର ଆଖି ଅଛି, କିନ୍ତୁ ସମାନେେ ଦେଖିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସେମାନେ କଥା କହିପାରିବେ ନାହିଁ। ସେମାନଙ୍କର ଆଖି ଅଛି, କିନ୍ତୁ ସେମାନେ ଦେଖି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;