Psalms 135:17 — Compare Translations
5 translations compared side by side
Odia - 1840
"ସମାନଙ୍କେର କାନ ଅଛି ମାତ୍ର ସମାନେେ ଶୁଣି ପାରିବେ ନାହିଁ। ସମାନଙ୍କେର ନାକ ଅଛି, କିନ୍ତୁ ଶ୍ବାସ ପ୍ରଶ୍ବାସ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ଵାସପ୍ରଶ୍ଵାସ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର କାନ ଅଛି ମାତ୍ର ସେମାନେ ଶୁଣି ପାରିବେ ନାହିଁ। ସେମାନଙ୍କର ନାକ ଅଛି, କିନ୍ତୁ ନିଶ୍ୱାସପ୍ରଶ୍ୱାସ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।