Psalms 135:18 — Compare Translations

5 translations compared side by side

Odia - 1840
"ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସମାନଙ୍କେଠାରେ ବିଶ୍ବାସ ରଖନ୍ତି, ସମାନେେ ସମାନଙ୍କେ ତୁଲ୍ଯ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସେମାନଙ୍କଠାରେ ବିଶ୍ୱାସ ରଖନ୍ତି, ସେମାନେ ସେମାନଙ୍କ ତୁଲ୍ୟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।