Psalms 135:19 — Compare Translations
5 translations compared side by side
Odia - 1840
"ହେ ଇଶ୍ରାୟେଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
Odia Bible ERV 2004 (ପବିତ୍ର ବାଇବଲ)
ହେ ଇସ୍ରାଏଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;