Psalms 135:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହାଇେଅଛ। ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହାଇେଅଛ, ତାଙ୍କର ଧନ୍ଯବାଦ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ-ପ୍ରାଙ୍ଗଣରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହୋଇଅଛ। ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହୋଇଅଛ, ତାଙ୍କର ଧନ୍ୟବାଦ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ