Psalms 135:20 — Compare Translations
5 translations compared side by side
Odia - 1840
"ହେ ଲବେୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେ ୟିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଲେବୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେ ଯିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Odia IRV 2017 (ଓଡିଆ ବାଇବେଲ)
ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।