Psalms 135:21 — Compare Translations
5 translations compared side by side
Odia - 1840
"ୟିରୁଶାଲମବାସୀ, ସଦାପ୍ରଭୁ ସିୟୋନଠାରୁ ଧନ୍ଯ ହୁଅନ୍ତୁ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମବାସୀ, ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହୁଅନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Odia IRV 2017 (ଓଡିଆ ବାଇବେଲ)
ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।