Psalms 135:3 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି। ତାଙ୍କ ନାମର ପ୍ରଶଂସାଗାନ କର, କାରଣ ଏହା ଆନନ୍ଦ ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି। ତାଙ୍କ ନାମର ପ୍ରଶଂସା ଗାନ କର, କାରଣ ଏହା ଆନନ୍ଦ ଆଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; କାରଣ ତାହା ମନୋହର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର।