Psalms 135:4 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆପଣା ନିମନ୍ତେ ୟାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହବୋ ପାଇଁ ସେ ଇଶ୍ରାୟେଲକୁ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହେବା ପାଇଁ ସେ ଇସ୍ରାଏଲକୁ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।