Psalms 135:5 — Compare Translations
5 translations compared side by side
Odia - 1840
"ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦବେତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବ ଅପେକ୍ଷା ଶ୍ରେଷ୍ଠ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦେବତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।