Psalms 135:6 — Compare Translations
5 translations compared side by side
Odia - 1840
"ସ୍ବର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ୟାହା ଇଚ୍ଛା କରନ୍ତି, ତାହା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କରନ୍ତି, ତାହା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।