Psalms 135:7 — Compare Translations
5 translations compared side by side
Odia - 1840
"ପରମେଶ୍ବର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହିତ କରାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଅଛନ୍ତି। ସେ ବର୍ଷା ସହିତ ବିଜୁଳି କରାନ୍ତି। ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହୀତ କରାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।