Psalms 135:8 — Compare Translations

5 translations compared side by side

Odia - 1840
"ପରମେଶ୍ବର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ଯ ଓ ପଶୁଗଣଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ୟ ଓ ପଶୁଗଣଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।