Psalms 135:9 — Compare Translations

5 translations compared side by side

Odia - 1840
"ପରମେଶ୍ବର ମିଶରରେ ବହୁତ ଆଶ୍ଚର୍ୟ୍ଯ ଓ ଅଦଦ୍ଭୂତ କାର୍ୟ୍ଯମାନ କଲେ। ସେ ସଗେୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମିଶରରେ ବହୁତ ଆଶ୍ଚର୍ଯ୍ୟ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ କଲେ। ସେ ସେଗୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।