Psalms 136:10 — Compare Translations
5 translations compared side by side
Odia - 1840
"ପରମେଶ୍ବର ମିଶରର ପ୍ରଥମଜାତ ମନୁଷ୍ଯ ଏବଂ ପଶୁମାନଙ୍କୁ ହତ୍ଯା କଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ଵାରା) ମିସରକୁ ଆଘାତ କଲେ ସେନ୍ତ କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମିଶରର ପ୍ରଥମଜାତ ମନୁଷ୍ୟ ଏବଂ ପଶୁମାନଙ୍କୁ ହତ୍ୟା କଲେ। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।