Psalms 136:12 — Compare Translations
5 translations compared side by side
Odia - 1840
"ପରମେଶ୍ବର ତାଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦଖାଇେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ଵାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାହଙ୍କର ମହାନ ଶକ୍ତି ଏବଂ ପରାକ୍ରମ ଦେଖାଇଲେ। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।