Psalms 136:13 — Compare Translations
5 translations compared side by side
Odia - 1840
"ପରମେଶ୍ବର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାଙ୍କର ବିଶ୍ବସ୍ତ ପ୍ରମେ ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କରନ୍ତ) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସୁଫସାଗରକୁ ଦୁଇ ଭାଗରେ ବିଭକ୍ତ କଲେ। ତାହଙ୍କର ବିଶ୍ୱସ୍ତ ପ୍ରେମ ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।