Psalms 136:15 — Compare Translations
5 translations compared side by side
Odia - 1840
"ପରମେଶ୍ବର ଫାରୋ ସ ତାହାର ସୈନ୍ଯଗଣଙ୍କୁ ସୁଫ ସାଗରରେ ବୁଡ଼ାଇ ଦେଲେ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଫାରୋ ଓ ତାହାର ସୈନ୍ୟଗଣଙ୍କୁ ସୂଫସାଗରରେ ବୁଡ଼ାଇ ଦେଲେ। ତାହଙ୍କର ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାୟୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;